ଆଜିଠୁ ଜଳିବ ପଶ୍ଚିମ ଓଡ଼ିଶା, ୩ ଦିନ ପାଇଁ ହିଟ ୱେଭ ୱାର୍ଣ୍ଣିଂ
ଭୁବନେଶ୍ୱର : ଆଜିଠୁ ପୁଣି ଜାଳିବ ଖରା । ଜଳିବ ପଶ୍ଚିମ ଓଡ଼ିଶା । ଅସମ୍ଭାଳ ହେବ ତାତି। ଆଜିଠୁ ୩ ଦିନ ପାଇଁ ହିଟ ୱେଭ ୱାର୍ଣ୍ଣିଂ । ବିଭିନ୍ନ ସ୍ଥାନରେ ୪୧ ଡିଗ୍ରୀ ଛୁଇଁବ ତାପମାତ୍ରା । ଆଜି ୨ ଜିଲ୍ଲା ସମ୍ବଲପୁର ଓ ବୌଦ୍ଧକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ…