ଆଜିଠୁ ରାଜ୍ୟରେ ଆହୁରି ବଢ଼ିବ ତାତି, ଅଧିକାଂଶ ସ୍ଥାନରେ ପାରଦ ୨ ରୁ ୫ ଡିଗ୍ରୀ ବୃଦ୍ଧି ସମ୍ଭାବନା
ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆହୁରି ତାତିବ। ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଜ୍ୟର କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରୀ ଛୁଇଁପାରେ ତାପମାତ୍ରା। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ…