Below header
Browsing Tag

temple robbery in bhadrak

ଭଦ୍ରକ ଚାନ୍ଦବାଲି ଦୁର୍ଗା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

ଭଦ୍ରକ(କେନ୍ୟୁଜ୍) : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଦୁର୍ଗା ମନ୍ଦିରରୁ ଲୁଟ୍‌ ଅଭିଯୋଗ । ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମନ୍ଦିରରେ ପଶି ମାଆଙ୍କ ରୂପା ମୁକୁଟ, ଖଣ୍ଡା ଓ ସୁନା ଅଳଙ୍କାର ଲୁଟି ନେଇଛି। ଏଥିସହ…