ମନ୍ଦିରରୁ ଚୋରି ତ କଲା ହେଲେ ନିଜେ ଯାଇ ପାରିଲାନି, କାନ୍ଥରେ ଫଶିରହିଲା
ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲ୍ଲାର ଜାମି ଏଲାମା ମନ୍ଦିରରୁ ଚୋରି । ୯ଗ୍ରାମ ରୂପା ନେଇ ପଳାଉଥିବା ବେଳେ କାନ୍ଥ ମଧ୍ୟରେ ଫଶିଗଲା ଚୋର । ଅଭିଯୁକ୍ତ ବିରୋଧରେ ମାମଲା ରୁଜୁ କରିଛି ଶ୍ରୀକାକୁଲମ ଜିଲ୍ଲାର କାଞ୍ଚିଲି ପୋଲିସ ।
ଖବର ଅନୁସାରେ ବ୍ୟକ୍ତିର ନାମ ପାପା ରାଓ । ଚୋରି କରିବା ପାଇଁ…