Browsing Tag

temporary road

ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼ (କେନ୍ୟୁଜ) : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ…