Below header
Browsing Tag

tempreture

ରାତିରେ ଶୋଇବା ସମୟରେ ଏସିର ତାପମାତ୍ରା କେତେ ରଖିବା ଉଚିତ୍?

ଗରମ ତଥା ଉତ୍ତାପରୁ ମୁକ୍ତି ପାଇବା ପାଇଁ ଏସି ହେଉଛି ସର୍ବୋତ୍ତମ ଉପାୟ । ଏଭଳି ପରିସ୍ଥିତିରେ ଅନେକ ଲୋକ ନିଜର ଆରାମ ତଥା ସୁବିଧା ଅନୁଯାୟୀ ଏହାର ତାପମାତ୍ରା ରଖନ୍ତି । ତଥାପି, ରାତିରେ ଶୋଇବା ପୂର୍ବରୁ, ଆପଣ ନିଜ ଏସିକୁ ଏକ ନିର୍ଦ୍ଦିଷ୍ଟ ତାପମାତ୍ରାରେ ରଖିବା ଉଚିତ୍ । ପ୍ରବଳ ଉତ୍ତାପରେ,…

୧୮ରୁ ପୁଣି ଅସ୍ତବ୍ୟସ୍ତ କରିବ ଗ୍ରୀଷ୍ମ ଲହରୀ, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ୧୬ରୁ ବଢିବ ତାତି । ୧୮ରୁ ପୁଣି ଅସ୍ତବ୍ୟସ୍ତ କରିବ ଗ୍ରୀଷ୍ମ ଲହରୀ । ରାଜ୍ୟରେ ଗ୍ରୀଷ୍ମଲହରୀ ନେଇ ୧୮ତାରିଖରୁ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ରାଜ୍ୟ ମଧ୍ୟକୁ ଉଭୟ ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ଏବଂ ଉତ୍ତର ପଶ୍ଚିମ ଓ ପଶ୍ଚିମ ଦିଗରୁ…

ସାରା ରାଜ୍ୟରେ ଅଗ୍ନି ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ୪୧.୩ ଡିଗ୍ରୀ

ଭୁବନେଶ୍ୱର (କେନ୍ୟୁଜ): ସାରା ରାଜ୍ୟରେ ଜାରି ରହିଛି ଅଗ୍ନୀବର୍ଷା । ତାତି ଓ ଝାଞ୍ଜି ପବନରୁ ମିଳୁନି ତ୍ରାହୀ । ଡହ ଡହ ଖରାରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସମ୍ଭାଳ ତାତି । ଦିନ ସାଢ଼େ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଡେଇଁଲାଣି ପାରଦ।…

ଆଜି ବି ଅସମ୍ଭାଳ ତାତି, ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ଲହରୀ ଆତଙ୍କ । ଗତ କିଛି ଦିନ ଧରି ଭୟଙ୍କର ତାତିରେ ଭାଜି ହେଉଛି ଓଡ଼ିଶା । ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି । ସେହିପରି ଅନୁଗୁଳ ଓ ବାଲେଶ୍ବରରେ ୩୫ ଓ ଭୁବନେଶ୍ବର ତାପମାତ୍ରର ୩୪.୨ ଡିଗ୍ରୀ ରେକର୍ଡ ହୋଇଛି । ଆଗକୁ…