Browsing Tag

Ten dead in Paris fire

ପ୍ୟାରିସ୍‌ରେ ଭୟାବହ ଅଗ୍ନିକାଣ୍ଡ, ୧୦ରୁ ଊର୍ଦ୍ଧ୍ୱ ମୃତ

ପ୍ୟାରିସ୍‌ : ପ୍ୟାରିସ୍‌ର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଏକ ପୁରାତନ ଆପାର୍ଟମେଣ୍ଟରେ ନିଆଁ ଲାଗି ୧୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ୩୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି । ଆହତଙ୍କ ଭିତରେ କିଛି ଅଗ୍ନିଶମ କର୍ମଚାରୀ ମଧ୍ୟ ରହିଛନ୍ତି । ତେବେ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁଁ ଶହ ଶହ…