ଓଡ଼ିଶାରେ ପ୍ରଥମ, ୭୬ତମ ସାଧାରଣତନ୍ତ୍ର ଦିବସରେ ୧୦ ଦ୍ୱୀପରେ ଉଡିବ ତ୍ରିରଙ୍ଗା
ଭୁବନେଶ୍ୱର : ଆସନ୍ତାକାଲି ଦେଶବ୍ୟାପୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଏଥର ରାଜ୍ୟରେ ଗଣତନ୍ତ୍ର ଦିବସ ଭବ୍ୟ ହେବ । ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଡିଜି, ଆଇଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ କହିବା ପରେ…