Below header
Browsing Tag

terrible fire at pichu factory

ସମ୍ବଲପୁର ଜୟନ୍ତପୁରରେ ଥିବା ପିଚୁ ଫ୍ୟାକ୍ଟ୍ରିିରେ ଭୟାବହ ଅଗ୍ନିକାଣ୍ଡ

ସମ୍ବଲପୁର(କେନ୍ଯୁଜ୍): ସମ୍ବଲପୁର ଜୟନ୍ତପୁରରେ ଥିବା ପିଚୁ ଫ୍ୟାକ୍ଟ୍ରିିରେ ଭୟାବହ ଅଗ୍ନିକାଣ୍ଡ । ନିଆଁଲିଭା କାର୍ଯ୍ୟରେ ୩ଟି ଦମକଳ ଗାଡି ନିୟୋଜିତ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ରାତି ୯ଟା ସମୟରେ ଶ୍ରମିକମାନେ କାମ କରୁଥିବା ବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା ।…