Below header
Browsing Tag

terrorists encounter

ଜମ୍ମୁ କାଶ୍ମୀରର କୁପଓ୍ଵାଡାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀ ଗୁଳି ବିନିମୟ, ଟଳିଲେ ୨ ଆତଙ୍କୀ

ଜମ୍ମୁ କାଶ୍ମୀର: ଟଳିଲେ ୨ ଆତଙ୍କୀ। ଜମ୍ମୁ କାଶ୍ମୀରର କୁପଓ୍ଵାଡାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ୨ ଆତଙ୍କୀ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଇବାର ହୋଇଥିବା ସୂଚନା ମିଳିଛି । ଏଥିରୁ ଜଣେ…

ଜମ୍ମୁକଶ୍ମୀରରେ ସେନାକୁ ବଡ଼ ସଫଳତା: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ, ଜଣଙ୍କୁ କରାଯାଇଛି କାବୁ

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନରେ ସେନାକୁ ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ । ଏଥିସହ ଜଣେ ଆତଙ୍କବାଦୀକୁ କାବୁ କରାଯାଇଛି । ଗାନ୍ଦେରବଲ, ପୁଲୱାମା ଓ ହାଣ୍ଡୱାରାରେ ଚାଲିଥିବା ଏନକାଉଣ୍ଟରେ ୪ ଜଣ ଆତଙ୍କୀ ନିହତ ହୋଇଥିବା ପୋଲିସ ପକ୍ଷରୁ…

ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କବାଦୀ ସଫା

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ଆଉ ୩ ଆତଙ୍କବାଦୀ ସଫା। ଅବନ୍ତିପୁରା ନାଗବୈରନ ତ୍ରାଲ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଆତଙ୍କବାଦୀ ଲୁଚି ରହିଥିବା ଠୋସ୍‌ ସୂଚନା ମଳିବା ପରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ସର୍ଚ୍ଚ ଅପରେସନ୍‌ ବେଳେ ଗୁଳି ବିନିମୟ…