ଥାର୍ଡଡିଗ୍ରୀ ଦେଇଥିବା ଅଭିଯୋଗରେ ତିନି ପୋଲିସ କର୍ମୀଙ୍କୁ ବଦଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ଥାର୍ଡ ଡିଗ୍ରୀ ନାଁ ଶୁଣିଲେ ହିଁ ମନରେ ଭୟ ଆସେ । କାରଣ ଏହା ଅତ୍ୟନ୍ତ ଭୟଙ୍କର ହୋଇଥାଏ । ତେବେ ନିକଟରେ ଏଭଳି ଏକ ଘଟଣା ଘଟିଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କୁ ଥାର୍ଡଡିଗ୍ରୀ ଦିଆଯାଇଥିବାର ଅଭିଯୋଗ ଆସିଛି । ରିପୋର୍ଟ ମୁତାବକ ତାଙ୍କୁ ଜୋର ଜବରଦସ୍ତ ଉଠାଇ ନେଇ ନିର୍ଦ୍ଧୁମ ମାଡ଼ ମାରିଛନ୍ତି…