ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ବର (କେନ୍ୟୁଜ୍) : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହୋଇଯାଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ…