Browsing Tag

thunder storm

ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୧୫ ଜିଲ୍ଲାକୁ…

ଭୁବନେଶ୍ୱର(କେନ୍ୟୁଜ୍‌): ୧୫ ଜିଲ୍ଲାକୁ ବଜ୍ରପାତ ସତର୍କତା। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ପବନ ସହ ବିଜୁଳି ଘଡଘଡି ମାରିଛି। ନବରଙ୍ଗପୁର, ସମ୍ବଲପୁର ଏବଂ ଚାନ୍ଦବାଲିରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୨୪ ଘଣ୍ଟା…

ଦୁର୍ବଳ ହେଉଛି ଅବପାତ: ରାଜ୍ୟରେ କମିବ ବର୍ଷାର ପରିମାଣ, କିଛି ଜିଲ୍ଲାକୁ ବଜ୍ରପାତ ନେଇ ସତର୍କତା

ଭୁବନେଶ୍ବର: ଦୁର୍ବଳ ହେଉଛି ଅବପାତ । ସାରା ରାଜ୍ୟରେ କମିବ ବର୍ଷାର ପରିମାଣ । ତେବେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ। ରାଜ୍ୟର ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ୮ଟା ୩୦ ଯାଏଁ ଢେଙ୍କାନାଳ, ଅନୁଗୁଳ, କଟକ,…

ଦେବଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ; ଭାଙ୍ଗିଲା ଗଛ, ଉପୁଡିଲା ବିଦ୍ୟୁତ ଖୁଣ୍ଟ

ଦେବଗଡ଼(କେ.ନ୍ୟୁଜ): ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବହୁ ବଡ଼ ବଡ଼ ଗଛ ଭାଙ୍ଗିଯିବା ସହ ବିଦ୍ୟୁତ ଖୁଣ୍ଟ ଉପରେ ପଡିଥିବା ଦେଖିବାକୁ ମିଳିଛି । ଫଳରେ ଦେବଗଡ ସହର ସମେତ ଆଖପାଖ ଅଞ୍ଚଳରେ ପାଖାପାଖି ୫ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଦ୍ୟୁତ ସେବା ବ୍ୟାହତ ହୋଇଥିବା…

ରାଜ୍ୟରେ କାଳବୈଶାଖୀ ଆଶଙ୍କା, ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟର କେତେକ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ତରଫରୁ ପୂର୍ବାନୁମାନ କରାଯାଇଛି। ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର,…