କାଳବୈଶାଖୀ କମାଇଲା ତାତି, ଆଜିଠୁ ବଢ଼ିବ ବର୍ଷାର ବିସ୍ତୃତି
ଭୁବନେଶ୍ୱର (କେନ୍ୟୁଜ): କାଳବୈଶାଖୀ କମାଇଲା ତାତି । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଆଶ୍ବସ୍ତି । କିଛି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି । ଟୁଇନ ସିଟି ସମେତ ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବର୍ଷା ଓ ପବନ ଯୋଗୁଁ ବିଭିନ୍ନ…