Below header
Browsing Tag

thunderstorm rain

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ : ଉଡିଗଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି, ସାନଖେମୁଣ୍ଡି, ଚିକିଟି ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ବର୍ଷା, ପବନ ସହ ଘଡଘଡି ହୋଇଛି । ବର୍ଷା ପବନ ଯୋଗୁ ଅନେକ ଅଞ୍ଚଳରେ ବିଦ୍ୟୁତ ସରାବରାହ ବନ୍ଦ…

ଆଜି ବି ରାଜ୍ୟରେ ହେବ କାଳବୈଶାଖୀ: ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଆଜି ବି ରହିବ କାଳବୈଶାଖୀ ପ୍ରଭାବ । ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣଂ ଦେଇଛି ପାଣିପାଗ କେନ୍ଦ୍ର । ସକାଳୁ ପାଗ ମେଘୁଆ ରହିଛି । ଗତକାଲି ତାଣ୍ଡବ ରଚିଲା କାଳବୈଶାଖୀ । ଅଚାନକ ମାଡ଼ି ଆସିଲା କଳାହାଣ୍ଡିଆ ମେଘ । ଧୂଳି ଝଡ଼ ସାଙ୍ଗକୁ…