Browsing Tag

thunderstorm warning in odisha

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା, ୧୭ ଜିଲ୍ଲାରେ ୟଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଉର୍ଦ୍ଧ୍ୱ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । ଏଥିସହିତ ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…