Browsing Tag

thunderstrom

ଆଜିଠୁ ପୁଣି ନୂଅ ପଶ୍ଚିମା ଝଡ଼, ୧ ତାରିଖ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଲାଗି ରହିବ

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଚାଲିଛି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ । ଆଜିଠୁ ପୁଣି ନୂଅ ପଶ୍ଚିମା ଝଡ଼ । କାଲିଠୁ ପ୍ରଭାବ ଦେଖାଇବ । ଆସନ୍ତା ୧ ତାରିଖ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଲାଗି ରହିବ । ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ୩୧…

ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ

କେନ୍ୟୁଜ୍(ବ୍ୟୁରୋ):  ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ,…

ଆଗାମୀ ୩ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ପ୍ରଭାବ ଦେଖାଇବ ପଶ୍ଚିମାଝଡ଼ । ଆଗାମୀ ୩ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୪ ଘଣ୍ଟା ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ନୂଆପଡ଼ା,…

ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ, ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼। ପ୍ରଭାବରେ ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ୧୫ଟି ଜିଲ୍ଲାକୁ ୟେଲୋ…

ରାଉରକେଲା: ଫୁଟବଲ୍‌ ମ୍ୟାଚ୍‌ ଚାଲୁଥିବାବେଳେ ବଜ୍ରାଘାତ, ୨ ମୃତ ଓ ଗୁରୁତରଙ୍କ ସଂଖ୍ଯା ୨୬କୁ ବୃଦ୍ଧି

ରାଉରକେଲା (କେନ୍ୟୁଜ୍):  ରାଉରକେଲା ନୂଆଗାଁ ବ୍ଲକ ବନେଇଲତା ଅଞ୍ଚଳରେ ଅଘଟଣ । ଫୁଟବଲ୍‌ ମ୍ୟାଚ୍‌ ଚାଲୁଥିବାବେଳେ ବଜ୍ରାଘାତ । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୧୨ ଜଣଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି…

କେନ୍ଦୁଝର: କାଳବୈଶାଖୀର ତାଣ୍ଡବରେ ଦୋହଲିଲା ଆନନ୍ଦପୁର ହାଟଡ଼ିହି ଅଞ୍ଚଳ

ଆନନ୍ଦପୁର(କେନ୍ୟୁଜ୍): କାଳ ବୈଶାଖୀର ତାଣ୍ଡବ ଆଜି ଦେଖିବାକୁ ମିଳିଛି ଆନନ୍ଦପୁର ଉପଖଣ୍ଡ ହାଟଡ଼ିହି ବ୍ଲକ ତେଲ୍ସିଙ୍ଗା ଗାଁରେ। ଅପରାହ୍ନ ରେ ଅଚାନକ କ୍ଷିପ୍ର ଗତିରେ ପବନ ବୋହିବା ସହିତ ଗଛ ଉପାଡି ପକାଇଥିଲା। ଜଣକ ଘର ଉପରେ ଆମ୍ବ ଗଛ  ପଡ଼ି  ଘର  ଭାଙ୍ଗିବା ସହିତ  ଲେଉଟି ପଡିଲା ୬୩କେଭି…

୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଝଡ଼ବର୍ଷାର ସତର୍କ ସୂଚନା ଜାରି

କେନ୍ୟୁଜ୍(ବ୍ୟୁରୋ):  ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଝଡ଼ବର୍ଷାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ  ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ,…

୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ, କାଳବୈଶାଖୀ ସମୟରେ ଘର ନବାହାରିବାକୁ…

କେନ୍ୟୁଜ୍(ବ୍ୟୁରୋ):  ପ୍ରାୟ ୧୬ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ।  ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ଏକ ସତର୍କ ସୂଚନା ଜାରି କରାଯାଇଛି। ଆଜି ସଢେ ଗୋଟେରୁ  ଆସନ୍ତାକାଲି  …

ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ବଦଳିଲା ପାଗର ମିଜାଜ୍‌। ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଘଣ୍ଟାପ୍ରତି ୩୦ରୁ ୪୦ ଡିଗ୍ରୀ…

ଟ୍ବିନ ସିଟିରେ କାଳବୈଶାଖୀ: ୨୦୨୧ର ପ୍ରଥମ ବର୍ଷା ଓ ଘୂର୍ଣ୍ଣି ଝଡ଼ରେ ଭିଜିଲା ଟ୍ବିନ ସିଟି, ରାସ୍ତାଘଟ ସବୁ ଅନ୍ଧକାର

କେନ୍ୟୁଜ୍(ବ୍ୟୁରୋ): ଟ୍ବିନ ସିଟିରେ କାଳବୈଶାଖୀର ତାଣ୍ଡବ । ୨୦୨୧ର ପ୍ରଥମ ବର୍ଷାରେ ଭିଜିଲା ଟ୍ବିନ ସିଟି। ବିଭିନ୍ନ ଅଞ୍ଚଳରେ ପବନ ଓ ବର୍ଷା ସହ ଘୂର୍ଣ୍ଣିଝଡ ହୋଇଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ପୂର୍ବରୁ ରାସ୍ତାଘାଟ ସବୁ ଅନ୍ଧକାରମୟ ହୋଇଯାଇଥିଲା। ଏହି ସମୟରେ ପବନର ବେଗ ୪୦ରୁ ୬୦…

ଆଗାମୀ ୩ ଘଣ୍ଟା ଭିତରେ ଓଡିଶାର ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୩ ଘଣ୍ଟା ଭିତରେ ଓଡିଶାର ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ୱାର୍ଣ୍ଣିଂ। ସନ୍ଧ୍ୟା ୭ଟା ମଧ୍ୟରେ ସତର୍କ ରହିବାକୁ ଭୁବନେଶ୍ବରର ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ,…