ସାତକୋଶିଆ ଅଭୟାରଣ୍ୟରେ ଏକା ସାଙ୍ଗେ ଦୁଇ ଦୁଇଟି କଲରାପତରିଆ ବାଘଙ୍କ ମୃତ୍ୟୁ
ଅନୁଗୁଳ(କେନ୍ୟୁଜ୍): ଅନୁଗୁଳ ସାତକୋଶିଆ ଅଭୟାରଣ୍ୟରେ ଏକା ସାଙ୍ଗେ ଦୁଇ ଦୁଇଟି ବାଘଙ୍କ ମୃତ୍ୟୁ । ଅଭୟାରଣ୍ୟର ପମ୍ପାସର ରେଞ୍ଜ ଅଞ୍ଚଳରେ ଦୁଇଟି କଲରାପତରିଆ ବାଘଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି RCCF ଏମ୍ ଯୋଗ ଜୟାନନ୍ଦ । ମୃତ୍ୟୁ ହୋଇଥିବା ଉଭୟ ବାଘ ମା ଓ ତାର ପ୍ରାୟ ଏକ…