Browsing Tag

tilotama khuntia

ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକର ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କ ଦେହାନ୍ତ

ଭୁବନେଶ୍ବର(କେନ୍ୟୁଜ): ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ମା ଚରିତ୍ରରେ ଅଭିନୟ କରୁଥିବା ଆଗଧାଡ଼ିର ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କ ଦେହାନ୍ତ। ଦୀର୍ଘଦିନ ହେବ ତାଙ୍କର ସ୍ୱାସ୍ଥ୍ୟ ଖରାପ ରହିିଥିବାରୁ ତାଙ୍କୁ ଅକ୍ଟୋବର ପାଞ୍ଚ ତାରିଖରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…