Browsing Tag

today corona death cases in odisha

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୦୧ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୨ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୨୦୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍‌ରୁ ୬୯୭ ଓ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୫୦୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ,ଜଗତସିଂପୁରରୁ ୭୩ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ।…

ଆଜି ରାଜ୍ଯରେ ୧୩୮୯ କରୋନା ପଜିଟିଭ୍ ଚିହ୍ନଟ, ଗଲା ଆଉ ୯ଜଣଙ୍କ ମୁଣ୍ଡ

ଭୁବନେଶ୍ବର: ଆଜି ରାଜ୍ଯରେ ଚିହ୍ନଟ ହେଲେ ୧୩୮୯ ନୂଆ ସଂକ୍ରମିତ । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୭୯୮ ଓ ଲୋକାଲ୍ କେସରୁ ୫୯୧ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪…

ରାଜ୍ୟରେ ଆଜି ୧୪୮୦ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୪ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୧୪୮୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୮୫୮ ଓ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୬୨୨। ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମଣ କମୁଥିବାବେଳେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୧୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରେ ନୂଆ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ୧୫ ଜୀବନ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୯୫ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୭୦୯ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୯୮୬ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଟି, ବାଲେଶ୍ବରରୁ ୧୨୮ଟି…

ରାଜ୍ୟରେ ଆଜି ଆଉ ୧୯୧୩ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୧୯୧୩ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୧୦୯, ଲୋକଲ କଣ୍ଟାକ୍ଟ କେସ୍‌ ୮୦୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୧୫୦ ଓ ଅନୁଗୁଳରୁ ୧୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୯୯,…

ରାଜ୍ୟରେ ଆଜି ପୁଣି ୨୧୩୮ କରୋନା ପଜିଟିଭ ଚିହ୍ନଟ, ଗଲା ୧୫ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୨୧୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୧୨୫୧ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୮୮୭ ରହିଛି । ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କଟକରୁ ୧୫୬, ଅନୁଗୁଳରୁ ୧୫୧, ମୟୂରଭଞ୍ଜରୁ ୧୧୯, ସୁନ୍ଦରଗଡ଼ରୁ ୧୩୭ ପଜିଟିଭ…

ରାଜ୍ୟରେ ଆଉ ୨୪୭୦ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୨୪୭୦ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୪୬୨ ଓ ଲୋକାଲ କଣ୍ଟାକ୍ଟ କେସ୍‌ ୧୦୦୮ ରହିଛି । ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କଟକରୁ ୧୮୬ ନୂଆ କେସ୍‌ ସାମ୍ନାକୁ ଆସିଛି । ଅନୁଗୁଳରୁ ୧୭୦, ସୁନ୍ଦରଗଡରୁ ୧୬୧,…

ରାଜ୍ଯରେ ଆଜି ୨୪୨୩ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୮ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ଆଉ ୨୪୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍‌ରୁ ୧୪୧୭ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୦୦୬ ରହିଛି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୩୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ଆଜି ମଧ୍ୟ ୨ ଶହ ଉପରେ ରହିଛି ସଂକ୍ରମିତଙ୍କ ସଂଖ୍ୟା।…

ରାଜ୍ୟରେ ଆଜି ୨୮୫୪ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୨୮୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୧୬୫୯ ଥିବା ବେଳେ ,ଲୋକାଲ କଣ୍ଟାକ୍ଟ କେସ୍‌ ୧୧୯୫ । ଖୋର୍ଦ୍ଧାରୁ ଆଜି ମଧ୍ୟ ସର୍ବାଧିକ ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୨୪୪, ସୁନ୍ଦରଗଡ଼ରୁ ୧୪୩, ଅନୁଗୁଳରୁ ୧୩୧, ବାଲେଶ୍ୱରରୁ ୧୧୬ ଜଣ…

ରାଜ୍ୟରେ ଆଉ ୨୬୯୭ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୨୬୯୭ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୫୭୬ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୧୧୨୧। ଖୋର୍ଦ୍ଧାରୁ ଆଜି ମଧ୍ୟ ସର୍ବାଧିକ ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୨୩୪, ନୂଆପଡ଼ାରୁ ୧୫୩, ମୟୂରଭଞ୍ଜରୁ ୧୩୪ ଆକ୍ରାନ୍ତ ରହିଛନ୍ତି।…

ରାଜ୍ଯରେ ଆଜି ୩୬୦୦ କରୋନା ପଜିଟିଭ୍ ଚିହ୍ନଟ, ଗଲା ଆଉ ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ଆଜି ୩୬୦୦ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୨୧୦୯, ଲୋକାଲ କଣ୍ଟାକ୍ଟ କେସ୍‌ ୧୪୯୧ ରହିଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟରେ ରହିଛି କଟକ। ଏହି ଜିଲ୍ଲାରୁ ୩୫୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩୬୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୨୧୧୮, ଲୋକାଲ କଣ୍ଟାକ୍ଟ କେସ୍‌ ୧୪୯୭ ରହିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦ୍ୱିତୀୟରେ ରହିଛି କଟକ ଜିଲ୍ଲା । ଜିଲ୍ଲାରୁ ୩୭୧ ଜଣ ଚିହ୍ନଟ…