ଦେଶରେ ୭୫ ଲକ୍ଷ ପାର କଲା କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ଆଉ ୫୫ ହଜାର ୭୨୨ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ପାର କଲା ସଂକ୍ରମଣ । ଦେଶରେ ଗତ ୨୪ ଘଣ୍ଟାରେ ଆଉ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମଣ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩କୁ ବୃଦ୍ଧି ପାଇଛି ।
ସେପଟେ ଦିନକରେ ଆଉ ୫୭୯ ଜୀବନ ନେଲା କରୋନା । ଦେଶରେ କରୋନାଜନିତ…