ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍
ଆଜି ଭାରତୀୟ ବଜାରରେ ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ସୁନା ଦାମ୍ ସାମାନ୍ଯ ବଢିଛି। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୫୪୦ ଟଙ୍କା ରହିଥିବା ନେଇ…