ପୁଣି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ
ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୭୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୬,୭୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା…