ପୁଣି ଦେଶରେ ୪୧୦ ଟଙ୍କା ବଢିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍
ଆପଣ ଯଦି ବିବାହ ପାଇଁ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଜଲଦି କିଣିଦିଅନ୍ତୁ। ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି। ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା…