ଜାଣନ୍ତୁ ଆଜିର ସୁନା ଦର କେତେ ରହିଛି ଆପଣଙ୍କ ସହରରେ
କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୨୨୦ ଟଙ୍କା ରହିଛି।
ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି…