ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୬୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭, ୬୩୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,…