Below header
Browsing Tag

today gold prices

ସୁନା ଦର ୭୧ ହଜାର ଟପିଲା, ସର୍ବୋଚ୍ଚ ସ୍ତରରେ ରୂପା

ଦେଶରେ ସୁନା ମୂଲ୍ୟ ହୁ ହୁ ହୋଇ ବଢ଼ି ଚାଲିଛି । ଏହା କ୍ରମାଗତ ଭାବେ ରେକର୍ଡ ଭାଙ୍ଗି ଚାଲିଛି । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୬୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୬୩୦ ଟଙ୍କା ରହିଛି ।  ସେହିପରି…

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ଆଜି ବି ସ୍ଥିର ରହିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା…

ଜାଣନ୍ତୁ, ଆଜି କେତେ ଖସିଲା ସୁନା ଦର

ଆଜି କମିଛି ସୁନା ଦର । ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୫୦୦ କୁ ଖସି ଆସିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧, ୨୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ…

ଷ୍ଟକ୍ ମାର୍କେଟରେ କରୋନାର ପ୍ରଭାବ: ଭାରତୀୟ ବଜାରରେ ହ୍ରାସ ପାଇଲା ସୁନା ଓ ରୂପା ମୂଲ୍ୟ

ନୂଆଦିଲ୍ଲୀ: ଷ୍ଟକ୍ ମାର୍କେଟରେ କରୋନାର ପ୍ରଭାବ । ଭାରତୀୟ ସୁନା ବଜାରରେ ହ୍ରାସ ପାଇଛି ସୁନା ମୂଲ୍ୟ। ସୁନା ୧୦ ଗ୍ରାମ ପିଛା ୨୦୦୦ ଟଙ୍କା ହ୍ରାସ ପାଇଥିବା ସୂଚନା ମିଳିଛି । ଏହାସହିତ ରୂପା କିଲୋଗ୍ରାମ ପିଛା ୬୦୦୦ ରୁ ଅଧିକ ଟଙ୍କା ହ୍ରାସ ପାଇଛି। ବର୍ତ୍ତମାନ ୧୦ ଗ୍ରାମ ପିଛା ସୁନା ମୂଲ୍ୟ…