ଭାରତୀୟ ବଜାରରେ ହ୍ରାସ ପାଇଲା ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୯୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା…