ଆଜିର ରାଶିଫଳ: ଜାଣନ୍ତୁ କାହା ପାଇଁ ରହିଛି ଶୁଭଯୋଗ, ଆଉ କାହାର ଉନ୍ନତି
ମେଷ: ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ନିଜ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ ।
ବୃଷ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା…