Below header
Browsing Tag

today lunar eclipse

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜି ସମ୍ପୂର୍ଣ୍ଣ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ ଆପଣଙ୍କ ସହରରେ କେତେବେଳେ ହେବ ଦୃଶ୍ୟମାନ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ । ଅପରାହ୍ନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ । ସନ୍ଧ୍ୟା ୬ଟା ୧୮ ମିନିଟ୍‌ ୪୭ ସେକେଣ୍ଡରେ ସର୍ବମୋକ୍ଷ । ଗ୍ରହଣ ସନ୍ଧ୍ୟା ୫ଟା ୫ ମିନିଟ୍‌ ୫୯ ସେକେଣ୍ଡଠାରୁ ସନ୍ଧ୍ୟା ୬ଟା ୧୮ ମିନିଟ୍‌ ୪୭ ସେକେଣ୍ଡ ପର୍ଯ୍ୟନ୍ତ…

୫୮୦ ବର୍ଷ ପରେ ଆଜି ଚଳିତ ଶତାଦ୍ଦୀର ଦୀର୍ଘତମ ଆଂଶିକ ଚନ୍ଦ୍ରଗ୍ରହଣ, ରାଜ୍ୟ କିମ୍ବା ଦେଶରେ ପଡ଼ିବ ନାହିଁ କୌଣସି ପ୍ରଭାବ

କେନ୍ଯୁଜ୍: ୫୮୦ ବର୍ଷ ପରେ ଆଜି ଚଳିତ ଶତାଦ୍ଦୀର ଦୀର୍ଘତମ ଆଂଶିକ ଚନ୍ଦ୍ରଗ୍ରହଣ। ଚନ୍ଦ୍ରଗ୍ରହଣର କୌଣସି ପ୍ରଭାବ ରାଜ୍ୟ କିମ୍ବା ଦେଶରେ ପଡ଼ିବ ନାହିଁ। ତେବେ ପୂର୍ବ ଭାରତର କିଛି ଅଞ୍ଚଳରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ ବୋଲି ପଠାଣିସାମନ୍ତ ପ୍ଳାନେଟୋରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ…