Browsing Tag

today odisha cabinet meeting

ମୋଟ୍‌ ୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟରେ ବାଜିଲା ମୋହର

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା IT ପଲିସି ୨୦୨୨କୁ କ୍ୟାବିନେଟ୍‌ ମୋହର । ମୋଟ୍‌ ୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟରେ ମୋହର ଲାଗିଛି । ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯…

ଆଜି ରାଜ୍ୟ କ୍ୟାବିନେଟ୍: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ହେବ ବୈଠକ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ୍‌ । ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ହେବ । ପୂର୍ବରୁ କୌଣସି ସୂଚନା ଦିଆନଯାଇ ସରକାର ହଠାତ୍‌ ଜରୁରୀ କ୍ୟାବିନେଟ୍‌ ବୈଠକ ଡାକିଛନ୍ତି । ଶ୍ରୀଲିଙ୍ଗରାଜଙ୍କ ପାଇଁ ସ୍ୱତନ୍ତ୍ର ଆଇନ…

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ୪ ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ଆଜି ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଯାହା ଶେଷ ହୋଇଛି । ତେବେ ୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଓଡ଼ିଶା GST ଆଇନ ସଂଶୋଧନ ବିଲ୍‌କୁ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ପଞ୍ଜିକୃତ ଟିକସଦାତା ଉପକୃତ ହେବେ । ଓଡ଼ିଶା ଲୋକାଲ ଫଣ୍ଡ ଅଡିଟ୍‌…

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ମୋଟ୍‌ ୧୮ଟି ପ୍ରସ୍ତାବ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କ୍ୟାବିନେଟ୍‌ ବୈଠକ ହେବ । ଏଥିରେ ମୋଟ୍‌ ୧୮ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ରାଜସ୍ୱ,…

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିପାରେ ମୋହର

ଭୁବନେଶ୍ୱର (କେନ୍ୟୁଜ୍‌) : ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ। ଅପରାହ୍ଣ ସାଢ଼େ ଗୋଟାଏ ବସିବ ଏହି କ୍ୟାବିନେଟ ବୈଠକ। ତେବେ ଏହି ବୈଠକରେଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲାଗିପାରେ।

ସରକାରଙ୍କ ବଡ଼ ନିଷ୍ପତ୍ତି, ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ଲାଗିଛି ମୋହର

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ପଞ୍ଚାୟତ ବୁଝିବ ସ୍କୁଲ, ହସ୍ପିଟାଲ, ଏଲ୍‌ଆଇ, ଭେଟେନାରୀ କେନ୍ଦ୍ରର ଉନ୍ନତିକରଣ ଦାୟିତ୍ୱ । ରାଜ୍ୟର…

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ , ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା

ଭୁବନେଶ୍ବର(କେନ୍ୟୁଜ୍) : ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ବୈଠକ । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଆଜିର କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ପ୍ରାୟ ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ।…

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୬ଟି ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍) : ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଚ୍ଚିବାଳୟରେ ସନ୍ଧ୍ୟା ୫ଟା ୪୫ରେ ଏହି ବୈଠକ ବସିବ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି ।  କଳାହାଣ୍ଡି ମେଡିକାଲ କଲେଜ…