୧୮ରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ, ୨ରୁ ୩ ଡିଗ୍ରୀ ସେଲ୍ସିୟସ୍ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା
ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ। ୧୮ରୁ ବଢିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ସେଲ୍ସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।…