Browsing Tag

today odisha weather report update

୧୮ରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ, ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ। ୧୮ରୁ ବଢିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।…

ଆଜି କାକିନାଡା ଦେଇ ଅତିକ୍ରମ କରିବ ଡିପ୍‌ ଡିପ୍ରେସନ୍‌: ରାଜ୍ଯର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ, ୮ ଜିଲ୍ଲାକୁ…

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଡିପ୍‌ ଡିପ୍ରେସନ୍‌ । ଗତ ୬ ଘଣ୍ଟା ହେବ ଘଣ୍ଟା ପ୍ରତି ୨୨ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଦକ୍ଷିଣ ବିଶାଖାପାଟଣାମ୍‌ ଠାରୁ ୧୩୦ କିଲୋମିଟର ଏବଂ ନର୍ସାପୁର ଠାରୁ ୧୮୦ କିଲୋମିଟର ଦୂରରେ ରହିଛି ଡିପ୍‌…

ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା: ୯ରେ ଆସୁଛି ଆଉ ଏକ ଲଘୁଚାପ, ୧୩ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷୁଛି। ଆଜି ୧୬ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ପୁଣି ଦାନା ବାନ୍ଧିବ ଆଉ…

ଆସନ୍ତା ୨ରୁ ୩ଦିନ ଯାଏଁ ଶୁଖିଲା ରହିବ ପାଗ, କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ହୋଇପାରେ ବର୍ଷା

ଭୁବନେଶ୍ବର: ଆସନ୍ତା ୨ରୁ ୩ଦିନ ଯାଏଁ ପାଗ ଶୁଖିଲା ରହିବ । ରାଜ୍ୟର କିଛି ସ୍ଥାନରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ ବିଭାଗ ନିର୍ଦ୍ଦେଶକଙ୍କ ସୁଚନା ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ସମ୍ବଲପୁରର ଯୁଯୁମରା ଠାରେ ୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ…

ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ…

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

ରାଜ୍ୟରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ରହିଥିଲା ୩୫. ୯ ଡିଗ୍ରୀ । ତେବେ ଏଥିରୁ ଆଶ୍ବସ୍ତି ମିଳିବା ପାଇଁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ…

ଆସୁଛି ଆଉ ଏକ ଲଘୁଚାପ, ୨୦ରୁ କାଚିବ ପ୍ରବଳ ବର୍ଷା!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ୨୦ରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର ପଶ୍ଚିମ ଗତି…

ଆଜି ଲଘୁଚାପର ତୃତୀୟ ଦିନ ବି ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏହି…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ଯରେ ଜାରି ରହିଛି ଲଗାଣ ବର୍ଷା । ଆଜି ତୃତୀୟ ଦିନ ମଧ୍ୟ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।…

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ମାର୍ଶାଘାଇରେ ସର୍ବାଧିକ ରେକର୍ଡ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କଟକ ଭୁବନେଶ୍ୱର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ । ବର୍ତ୍ତମାନ ସୁଦ୍ଧା ମାର୍ଶାଘାଇରେ…

ଅବପାତର ରୂପ ନେଲା ଲଘୁଚାପ, ପ୍ରଭାବରେ ଆସନ୍ତାକାଲି ସକାଳ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ୨୧ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦…