ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଦର
ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ଦେଖିବାକୁ ମିଳିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୯ ପଇସା ରହିଛି । ଡିଜେଲ ଦର ୯୨…