ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲର ଦର
କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା…