ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ ଦାମ୍
ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୩୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୬ ଟଙ୍କା ୯୨ ପଇସା ଅଛି ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ…