ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍
ଗତକାଲି ତୁଳନାରେ ମାତ୍ର କିଛି ପଇସା ବଢିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୭୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୮ ଟଙ୍କା ୦୧ ପଇସା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଝଗଝ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ…