Browsing Tag

today ressolution brings in the assembly on Paika Bidroha

ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଲାଗି ପୁଣି ଥରେ ବିଧାନସଭାରେ ସଂକଳ୍ପ ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର(କେନ୍ୟୁଜ୍‌) : ଆଜି ବି ବିଧାନସଭାରେ ଅଚଳାବସ୍ଥା ଜାରି ରହିଛି । ଫଳରେ ଗୃହକୁ ଆସନ୍ତାକାଲି ସାଢ ୧୦ଟା ପର୍ଯ୍ୟନ୍ତ ମୁଲତବୀ କରିଦିଆଯାଇଛି । ତେବେ ଏହି ହଟ୍ଟଗୋଳ ମଧ୍ୟରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦେବା ପାଇଁ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ରାଜ୍ୟ…