ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର
କେନ୍ୟୁଜ୍: ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୨୩୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ…