Browsing Tag

today weather report in odisha

ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏମିତି ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି…

ଆସୁଛି ଆଉ ଏକ ଲଘୁଚାପ:ରାଜ୍ୟରେ ଅଧିକ ସକ୍ରିୟ ହେବ ମୌସୁମୀ, ଅଧିକାଂଶ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…

ଆଗାମୀ ଦୁଇଦିନ ଯାଏ ତାତିରୁ ତ୍ରାହି ନାହିଁ, ୨୬ରେ ହୋଇ ପାରେ ବର୍ଷା : ପାଣିପାଗ ବିଭାଗ

ଓଡ଼ିଶାର ୧୩ଟି ସହରର ତାପମାତ୍ରା ଏବେ ୪୧ଡିଗ୍ରୀ ଉପରେ। ୪୫.୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଆଗରେ ରହିଛି। ତା ପଛକୁ ରହିଛି ଭବାନୀପାଟଣା ଭବାନୀପାଟଣାରେ ୪୪.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ତାଳଚେରର ୪୩.୮ ଡିଗ୍ରୀ , ବଲାଙ୍ଗିରର ୪୩.୫ ଡିଗ୍ରୀ, ମାଲକାନଗିରିର ୪୩.୦ ଡିଗ୍ରୀ,…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍) : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ରାଜ୍ୟର…