Browsing Tag

today weather report

ଆଜି କାକିନାଡା ଦେଇ ଅତିକ୍ରମ କରିବ ଡିପ୍‌ ଡିପ୍ରେସନ୍‌: ରାଜ୍ଯର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ, ୮ ଜିଲ୍ଲାକୁ…

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଡିପ୍‌ ଡିପ୍ରେସନ୍‌ । ଗତ ୬ ଘଣ୍ଟା ହେବ ଘଣ୍ଟା ପ୍ରତି ୨୨ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଦକ୍ଷିଣ ବିଶାଖାପାଟଣାମ୍‌ ଠାରୁ ୧୩୦ କିଲୋମିଟର ଏବଂ ନର୍ସାପୁର ଠାରୁ ୧୮୦ କିଲୋମିଟର ଦୂରରେ ରହିଛି ଡିପ୍‌…

ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ, ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ: IMD ଡିଜି

ଭୁବନେଶ୍ବର: ନାହିଁ ବାତ୍ୟା ଆଶଙ୍କା। ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ। ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏନେଇ ସୂଚନା ଦେଇଛନ୍ତି IMD DG ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି ଡିପ ଡିପ୍ରେସନ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦକ୍ଷିଣ ଓଡ଼ିଶାରେ…

ଆଜି ଲଘୁଚାପର ତୃତୀୟ ଦିନ ବି ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏହି…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ଯରେ ଜାରି ରହିଛି ଲଗାଣ ବର୍ଷା । ଆଜି ତୃତୀୟ ଦିନ ମଧ୍ୟ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।…

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା, ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲ୍ଲାରେ ବର୍ଷା ରହିଛି । ଆଜିଠାରୁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ଟି ଜିଲ୍ଲାକୁ…

ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର: ଆସୁଛି ଲଘୁଚାପ ଉପରେ ଲଘୁଚାପ। ସପ୍ତାହେ ମଧ୍ୟରେ ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ । ତାତିରୁ ମିଳିପାରେ ଆଶ୍ୱସ୍ତି । ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ଗୋଟିଏ ୪ ତାରିଖ ଓ ଅନ୍ୟ ଲଘୁଚାପ ୮ ତାରିଖ ବେଳକୁ ସୃଷ୍ଟି ହେବ । ପ୍ରଥମ ଲଘୁଚାପ ପ୍ରଭାବରେ ଆଜିଠୁ ୬…

ଆସୁଛି ଲଘୁଚାପ: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା, ଚାଷୀଙ୍କୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର : ଆସୁଛି ଲଘୁଚାପ ।  ଯାହା ପ୍ରଭାବରେ ଆସନ୍ତା ସପ୍ତାହରେ ରାଜ୍ୟରେ ଭୀଷଣ ବର୍ଷା ହେବ। ଯାହାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ୍ ଆସନ୍ତା ୩ରୁ ପ୍ରବଳ ବର୍ଷିବ । କାରଣ ୪ ତାରିଖରେ ଓଡ଼ିଶାରେ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ, ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ, ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଘଡଘଡି ସହ ବର୍ଷା…

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସହିତ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଟ୍ରପ ଲାଇନ୍‌ । ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳରୁ…

ଆଗାମୀ ଦୁଇଦିନ ଯାଏ ତାତିରୁ ତ୍ରାହି ନାହିଁ, ୨୬ରେ ହୋଇ ପାରେ ବର୍ଷା : ପାଣିପାଗ ବିଭାଗ

ଓଡ଼ିଶାର ୧୩ଟି ସହରର ତାପମାତ୍ରା ଏବେ ୪୧ଡିଗ୍ରୀ ଉପରେ। ୪୫.୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଆଗରେ ରହିଛି। ତା ପଛକୁ ରହିଛି ଭବାନୀପାଟଣା ଭବାନୀପାଟଣାରେ ୪୪.୨ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ତାଳଚେରର ୪୩.୮ ଡିଗ୍ରୀ , ବଲାଙ୍ଗିରର ୪୩.୫ ଡିଗ୍ରୀ, ମାଲକାନଗିରିର ୪୩.୦ ଡିଗ୍ରୀ,…

ସାରା ରାଜ୍ୟରେ କାଳବୈଶାଖୀ ଜାରି: ୧୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୨୯ରେ…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଗତକାଲି ପରି ଆଜି ମଧ୍ୟ ଏପରି ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୂଦ୍ର ଅଶାନ୍ତ ରହିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ…

ସ୍କାଏମ୍ୟାଟ୍‌ର ଅନୁମାନ, ମେ ୧ରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିଝଡ! ଅତି ଭୟଙ୍କର ବାତ୍ୟାରୂପ ନେଇ ମିଆଁମାର ଓ ବାଂଲାଦେଶ…

ନୂଆଦିଲ୍ଲୀ: ମେ ୧ରେ ଘୂର୍ଣ୍ଣି ଝଡ଼ର ଅନୁମାନ । ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଘୂର୍ଣ୍ଣି ଝଡ଼ର ଅନୁମାନ କରିଛି ସ୍କାଏମ୍ୟାଟ୍‌ । ଘୂର୍ଣ୍ଣି ଝଡ଼ ସୃଷ୍ଟି ହେବାଠାରୁ ଆଣ୍ଡାମାନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଅନୁମାନ କରାଯାଉଛି । ଏହା ଅଧିକ ଘନୀଭୂତ ହୋଇ ଆଗକୁ ବଢିବ। କିନ୍ତୁ ଏହା…