ଆଜି ଶିଶୁ ଦିବସ: ମନେ ପଡ଼ନ୍ତି ନେହେରୁ
ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା ।…