ପୁଣି ପ୍ରବଳ ଖରା, ରାଜ୍ୟର ୭ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ
ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟର ୭ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ। ୪୧ଡିଗ୍ରୀ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ବୌଦ୍ଧ ସହର। ସୋନପୁର ୪୦.୮, ଅନୁଗୁଳ ୪୦.୭, ସମ୍ବଲପୁର ୪୦.୫, ମାଲକାନଗିରି ୪୦ ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଟ୍ଵିନ୍ସିଟିରେ ବି ଅସହ୍ୟ…