Below header
Browsing Tag

toshali national crafts

ଆଜିଠୁ ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା, ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା। ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା। ଏହି…