Below header
Browsing Tag

total corona death cases

ଆଜି ରାଜ୍ୟରେ ୯୮୭ କରୋନା ପଜିଟିଭ ଚିହ୍ନଟ, ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୫ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ତେବେ…

ଆଜି ରାଜ୍ଯରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୯୮୨ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୧୫୬ ଥିବାବେଳେ ଲୋକାଲ କଣ୍ଟାକ୍ଟ ରହିଛି ୮୨୬ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୪୫, ଅନୁଗୁଳରୁ ୧୧୯ ଓ ମୟୂରଭଞ୍ଜରୁ ୧୦୭ ନୂଆ କେସ୍‌ ସାମ୍ନାକୁ…