Browsing Tag

total corona death cases in odisha

ରାଜ୍ଯରେ ଆଜି ୨୪୨୩ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୮ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ଆଉ ୨୪୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍‌ରୁ ୧୪୧୭ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୦୦୬ ରହିଛି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୩୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ଆଜି ମଧ୍ୟ ୨ ଶହ ଉପରେ ରହିଛି ସଂକ୍ରମିତଙ୍କ ସଂଖ୍ୟା।…

ରାଜ୍ୟରେ ଆଜି ୨୮୫୪ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ଆଉ ୧୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୨୮୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୧୬୫୯ ଥିବା ବେଳେ ,ଲୋକାଲ କଣ୍ଟାକ୍ଟ କେସ୍‌ ୧୧୯୫ । ଖୋର୍ଦ୍ଧାରୁ ଆଜି ମଧ୍ୟ ସର୍ବାଧିକ ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୨୪୪, ସୁନ୍ଦରଗଡ଼ରୁ ୧୪୩, ଅନୁଗୁଳରୁ ୧୩୧, ବାଲେଶ୍ୱରରୁ ୧୧୬ ଜଣ…

ରାଜ୍ୟରେ ଆଜି ଆଉ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୬ ଆକ୍ରାନ୍ତ ମୃତ

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୮୨୫, ଲୋକାଲ କେସ୍‌ ୧୩୧୯ ରହିଛି। ଖୋର୍ଦ୍ଧାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରୁ ୨୪୩, ସମ୍ବଲପୁରରୁ ୧୩୬ ଜଣ…

ରାଜ୍ୟରେ ଆଉ ୪୧୮୯ କରୋନା ପଜିଟିଭ୍‌ ଚିହ୍ନଟ, ପୁଣି ଗଲା ଆଉ ୧୧ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୪ ହଜାର ୧୮୯ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୨୪୫୩ ଓ ଲୋକାଲ କେସ୍‌ ରହିଛି ୧୭୩୬ । ପୁଣି ଖୋର୍ଦ୍ଧାରୁ ସର୍ବାଧିକ ୭୧୨ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି କଟକ । ଦିନକରେ କଟକ ଜିଲ୍ଲାରୁ ୫୮୬ ନୂଆ କେସ୍‌ ସାମ୍ନାକୁ ଆସିଛି । ପୁରୀରେ ୨୬୫…

ରାଜ୍ଯରେ ଆଉ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ, ପୁଣି ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୪୬୬ ଏବଂ ଲୋକାଲ୍ କେସରୁ ୧୭୧୪ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୭୧,୩୪୧ରେ ପହଁଚିଛି। ଏମାନଙ୍କ ୧,୩୩,୪୬୬ ସୁସ୍ଥ ହୋଇ…

ଆଜି ରାଜ୍ଯରେ ୪୨୪୧ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୪୨୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୫୦୨ ଏବଂ ଲୋକାଲ୍ କେସରୁ ୧୭୩୯ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୬୭,୧୬୧ରେ ପହଁଚିଛି। ଏମାନଙ୍କ ୧,୨୯,୮୫୯ ସୁସ୍ଥ ହୋଇ…

ଆଜି ରାଜ୍ୟରେ ପୁଣି ୮ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍, ମୋଟ୍ ମୃତ୍ୟୁସଂଖ୍ୟା ୪୫୬କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ଏମାନଙ୍କ ଭିତରୁ ଭୁବନେଶ୍ବର ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ,ଭଦ୍ରକ,ବଲାଙ୍ଗିର ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା…

ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା ଭାଇରସ୍, ମୋଟ୍ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ସମ୍ବଲପୁରରୁ ୩ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଥିବାବେଳେ, ବରଗଡରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଭୁବନେଶ୍ବର ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା…

ରାଜ୍ୟରେ ଆଜି କରୋନା ନେଲା ଆଉ ୯ଜଣଙ୍କ ଜୀବନ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ

ଭୁବନେଶ୍ବର : ରାଜ୍ୟରେ ଆଜି ୯ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୦୫ରେ ପହଁଚିଛି। ଏମାନଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କର ମୃତ୍ଯୁ ହୋଇଥିବାବେଳେ, ରାୟଗଡାରୁ ୨ଜଣ ମୃତ୍ଯୁବରଣ କରିଛନ୍ତି । ଏହାସହିତ ଖୋର୍ଦ୍ଧା, ଅନୁଗୁଳ ଏବଂ ବାଲେଶ୍ବରରୁ…

ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୯ ଜୀବନ, ମୃତ୍ୟୁସଂଖ୍ୟା ୨୨୫କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୯  ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୫ଜଣଙ୍କର ମୃତ୍ଯୁ…

ରାଜ୍ଯରେ ଆଜି ୫ ମୁଣ୍ଡ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୫ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୧, କନ୍ଧମାଳ ୧, ବାଲେଶ୍ବରରୁ ୧,…

ବଢୁଛି ସଂକ୍ରମଣ ଗଡୁଛି ମୁଣ୍ଡ : ଆଜି ଆଉ ୪ ପରେ ରାଜ୍ଯରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ହେଲା ୮୩

ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ । ଏହାକୁ ମିଶାଇ ମୋଟ କରୋନା ମୃତ୍ୟୁସଂଖ୍ୟା ୮୩ରେ ପହଞ୍ଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ ଜଣ, ଅନୁଗୁଳ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ…