Browsing Tag

total corona death toll in odisha

ରାଜ୍ଯରେ ଆଜି ସର୍ବାଧିକ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ, ଗଲା ଆଉ ୧୧ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ସର୍ବାଧିକ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୪୭୬ ଏବଂ ଲୋକାଲ୍ କେସରୁ ୧୭୨୨ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୫୫,୦୦୫ରେ ପହଁଚିଛି। ଏମାନଙ୍କ ୧,୧୮,୬୪୨ ସୁସ୍ଥ…

ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା ଭାଇରସ୍, ମୋଟ୍ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ସମ୍ବଲପୁରରୁ ୩ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଥିବାବେଳେ, ବରଗଡରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଭୁବନେଶ୍ବର ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା…