Below header
Browsing Tag

total corona positive cases in odisha

ରାଜ୍ଯରେ ଆଜି ୧୬୦୨ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୩,୪୭୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୬୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୯୯୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୬୦୯ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୯ଟି ଜିଲ୍ଲାରୁ ଏହି ସମସ୍ତ ନୂଆ…

ଆଜି ରାଜ୍ଯରେ ପୁଣି କରୋନା ନେଲା ୧୦ ଜୀବନ, ମୋଟ ମୃତ୍ୟୁସଂଖ୍ୟା ୧୬୯କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୪, ଖୋର୍ଦ୍ଧାରୁ ୨, ନୟାଗଡା ୧,…

ରାଜ୍ଯରେ ୫୯୧ ନୂଆ କରୋନା ପଜିଟିଭ୍ ଚିହ୍ନଟ: କ୍ବାରେଣ୍ଟାଇନରୁ ୩୯୪ ଏବଂ ଲୋକାଲ୍ କେସରୁ ୧୯୭ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ଯରେ ଆଉ ୫୯୧ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୩୯୪ ଏବଂ ଲୋକାଲ୍ କେସରୁ ୧୯୭ ପଜିଟଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ୨୫ଟି ଜିଲ୍ଲାରୁ ଏହି ୫୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ଯରେ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା …

ରାଜ୍ଯରେ ପୁଣି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଆଉ ୨୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ରେ ପହଞ୍ଚିଲା । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ୍ ୧୯ଟି ଜିଲ୍ଲାରୁ ୨୫୧ ପଜିଟିଭ ଚିହ୍ନଟ…