Browsing Tag

total death case in odisha

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୨୪୭ ପଜିଟିଭ୍‌ ଚିହ୍ନଟ, ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଜି ୧୩୦୦ ତଳକୁ ଖସିଛି ସଂକ୍ରମଣ। ଗତ ୨୪ଘଣ୍ଟାରେ ୧୨୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୭୨୯ ଓ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୫୧୮। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକରେ ରହିଛନ୍ତି ୧୦୫ ନୂଆ ସଂକ୍ରମିତ।…

ରାଜ୍ୟରେ ଆଜି ପୁଣି ୯ ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୩୩୩କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଜି ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୩୩ରେ ପହଁଚିଛି। ଏମାନଙ୍କ ଭିତରୁ ସମ୍ବଲପୁରରୁ ସର୍ବାଧିକ ୪ଜଣଙ୍କର ମୃତ୍ଯୁ ହୋଇଥିବାବେଳେ, କଟକରୁ ୨ ଜଣ ମୃତ୍ଯୁବରଣ କରିଛନ୍ତି । ଏହାସହିତ କେନ୍ଦୁଝର,ଗଞ୍ଜାମ ଓ ନୟାଗଡ ଜଣେ ଲେଖାଁଏ…