ଟିପିଏସ୍ଓଡିଏଲ୍ ପକ୍ଷରୁ ଜାମସେଦଜୀ ନୁସରୱାନଜୀ ଟାଟାଙ୍କ ୧୮୬ତମ ଜୟନ୍ତୀ ପାଳିତ
ବ୍ରହ୍ମପୁର: ଟିପିଏସ୍ଓଡିଏଲ୍ ପକ୍ଷରୁ ଭାରତୀୟ ଶିଳ୍ପ ଜଗତର ପୁରୋଧା ଜାମସେଦଜୀ ନୁସରୱାନଜୀ ଟାଟାଙ୍କ ୧୮୬ତମ ଜନ୍ମ ବାର୍ଷିକୀ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମ ଜେଏନ ଟାଟାଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରିବା ସହ ନୈତିକତା ଏବଂ ସଚ୍ଚୋଟତା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ପ୍ରତିଫଳିତ…